ରାଞ୍ଚି: ଗୋଖାଦ୍ୟ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ରାଞ୍ଚି ଜେଲରେ ଥିବା ରାଷ୍ଟ୍ରୀୟ ଜନତା ଦଳ ମୁଖ୍ୟ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ସ୍ୱାସ୍ଥାବସ୍ଥା କ୍ରମଶଃ ଖରାପ ଆଡ଼କୁ ଗତି କରୁଥିବା ଜଣାପଡ଼ିଛି। ନିକଟରେ ଲାଲୁ ପ୍ରସାଦଙ୍କର ସ୍ୱାସ୍ଥ୍ୟବସ୍ଥା ବିଗିଡ଼ିବାରୁ ତାଙ୍କୁ ରାଞ୍ଚିରେ ଥିବା ରାଜେନ୍ଦ୍ର ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡ଼ିକାଲ ସାଇନ୍ସ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ।
ଲାଲୁଙ୍କ ସ୍ୱାସ୍ଥ୍ୟ ବିଗୁଡ଼ୁଛି
Advertisment
Follow Us