ସେଲ୍ଫି ପାଇଁ କ୍ଷମା ମାଗିଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ

Advertisment
ସେଲ୍ଫି ପାଇଁ କ୍ଷମା ମାଗିଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ

ମୁମ୍ବାଇ: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନାବିସଙ୍କ ପତ୍ନୀ ଅମୃତା ଫଡ଼ନାବିସ ଏକ ବିଳାସପୂର୍ଣ୍ଣ କ୍ରୁଜ୍‌ ଜାହାଜର ପ୍ରାନ୍ତରେ ବସି ସେଲ୍ଫି ନେଇଥିବାରୁ ଏବେ ତାଙ୍କୁ ବିଭିନ୍ନ ମହଲରୁ ସମାଲୋଚନାର ଶିକାର ହେବାକୁ ପଡ଼ିଛି। ଏନେଇ ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ୍‌ ହୋଇଥିବାରୁ ଅମୃତାଙ୍କୁ ଟ୍ବିଟରରେ ସମାଲୋଚନା କରାଯାଇଛି। ତେବେ ଅମୃତା ଏଥିପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe