ସ୍କୁଲ୍‌ ଛାତ୍ରୀଙ୍କୁ ଆକ୍ରମଣ ଘଟଣାରେ ୯ ଗିରଫ

ପାଟନା: ବିହାରର ସୁପାଲ ଜିଲ୍ଲାର କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଗତକାଲି ୩୪ ଛାତ୍ରୀଙ୍କୁ ସଂଘବଦ୍ଧ ଆକ୍ରମଣ ଘଟଣାରେ  ପୁଲିସ ୯ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନଙ୍କ ମଧ୍ୟରୁ ଅଧିକାଂଶ ନାବାଳକ ଥିବା ଜଣାପଡ଼ିଛି ଏବଂ ପୁଲିସ ଏବେ ସେମାନଙ୍କ ପ୍ରମାଣପତ୍ର ଯାଞ୍ଚ କରୁଛି। ଅନ୍ୟପକ୍ଷେ ଆହତ ଛାତ୍ରୀମାନଙ୍କ ମଧ୍ୟରୁ ୨୬ ଜଣ ଏବେ ହସ୍ପିଟାଲ୍‌ରୁ ଡିସଚାର୍ଜ ହୋଇ ସାରିଛନ୍ତି।

ସମ୍ବନ୍ଧିତ ଖବର