ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ସହ କଥା ହେଲେ କେନ୍ଦ୍ର ମାନବସମ୍ବଳ ବିଭାଗ ମନ୍ତ୍ରୀ

Advertisment
ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ସହ କଥା ହେଲେ କେନ୍ଦ୍ର ମାନବସମ୍ବଳ ବିଭାଗ ମନ୍ତ୍ରୀ

ଭୁବନେଶ୍ବର: କେନ୍ଦ୍ର ମାନବସମ୍ବଳ ବିଭାଗ ମନ୍ତ୍ରୀ ଡକ୍ଟର ରମେଶ ପୋଖରିଆଲ୍ ନିଶଙ୍କ ଆଜି ଓଡ଼ିଶାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ସହ କଥା ହୋଇଥିବା ଜଣାଯାଇଛି। ଏନେଇ ଗଣଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି।

ସେ କହିଛନ୍ତି, କେନ୍ଦ୍ର ମାନବସମ୍ବଳ ବିଭାଗ ମନ୍ତ୍ରୀ ଡକ୍ଟର ରମେଶ ପୋଖରିଆଲ୍ ନିଶଙ୍କ ଆଜି ମୋ ସହ ଟେଲିଫୋନ୍ ମାଧ୍ୟମରେ କଥା ହୋଇଥିଲେ ଏବଂ ରାଜ୍ୟର ଶିକ୍ଷା ସମ୍ବନ୍ଧରେ ଆଲୋଚନା କରିଥିଲେ।’

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe