ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରରୁ ଅଲଗା ହୋଇ ନୂଆ କେନ୍ଦ୍ର ଶାସିତ ଅଞ୍ଚଳ ଭାବେ ସୃଷ୍ଟି ହୋଇଥିବା ଲଦାଖରେ ପ୍ରଥମ କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟ ପ୍ରତିଷ୍ଠା ହେବାକୁ ଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲଦାଖ ପାଇଁ ପ୍ରଥମ କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟ ପ୍ରଦାନ କରିବାକୁ ଯାଉଛନ୍ତି। ଲଦାଖରେ କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଏକ ସ୍ବତନ୍ତ୍ର ଉଚ୍ଚସ୍ତରୀୟ ବୈଠକ ବସିଥିଲା। ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର, ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭଲଙ୍କ ସମେତ ଅନେକ ଶୀର୍ଷ ପଦାଧିକାରୀ ଉପସ୍ଥିତ ଥିଲେ।
ଲଦାଖରେ ପ୍ରଥମ କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟକୁ ମଞ୍ଜୁର କଲେ ମୋଦୀ
/sambad/media/post_attachments/wp-content/uploads/2020/07/modi-1.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)