ଟ୍ରମ୍ପଙ୍କୁ ଅଭିନନ୍ଦନ ଜଣାଇଲେ ମୋଦୀ

Advertisment

ଆମେରିକାର ୪୭ତମ ରାଷ୍ଟ୍ରପତି ଭାବେ ଡୋନାଲ୍ଡ ଟ୍ରମ୍ପ ଶପଥ ଗ୍ରହଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି। ମୋଦୀ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି,"ମୋର ପ୍ରିୟ ବନ୍ଧୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକାର ୪୭ତମ ରାଷ୍ଟ୍ରପତି ଭାବରେ ଅଭିନନ୍ଦନ...

Modi congratulated Trump

Modi congratulated Trump

ନୂଆଦିଲ୍ଲୀ: ଆମେରିକାର ୪୭ତମ ରାଷ୍ଟ୍ରପତି ଭାବେ ଡୋନାଲ୍ଡ ଟ୍ରମ୍ପ ଶପଥ ଗ୍ରହଣ କରିଛନ୍ତି। ଏହି ଅବସରରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ମୋଦୀ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି,"ମୋର ପ୍ରିୟ ବନ୍ଧୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକାର ୪୭ତମ ରାଷ୍ଟ୍ରପତି ଭାବରେ ଐତିହାସିକ ଶପଥ ଗ୍ରହଣ ଉତ୍ସବରେ ଅଭିନନ୍ଦନ।

ମୁଁ ପୁଣି ଥରେ ମିଳିତ ଭାବରେ କାର୍ଯ୍ୟ କରିବାକୁ, ଉଭୟ ଦେଶକୁ ଉପକୃତ କରିବାକୁ ଏବଂ ଭବିଷ୍ୟତ ପାଇଁ ଏକ ଭଲ ଭବିଷ୍ୟତ ଗଠନ କରିବାକୁ ଅପେକ୍ଷା କରିଛି। ଆଗକୁ ଏକ ସଫଳ ଅବଧି ପାଇଁ ଶୁଭେଚ୍ଛା ।

ଭାରତ ପକ୍ଷରୁ ଟ୍ରମ୍ପଙ୍କ ଶପଥ ଗ୍ରହଣ ଉତ୍ସବରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ.ଜୟଶଙ୍କର ଯୋଗ ଦେଇଛନ୍ତି।

ସୂଚନାନୁସାରେ, ଜୟଶଙ୍କର ହାତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟ୍ରମ୍ପଙ୍କ ପାଇଁ ଏକ ସ୍ୱତନ୍ତ୍ର ଚିଠି ପଠାଇଛନ୍ତି। 

ବାସ୍ତବରେ ଜୟଶଙ୍କର ଭାରତ ପକ୍ଷରୁ ଡୋନାଲ୍ଡ ଟ୍ରମ୍ପଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସ୍ୱତନ୍ତ୍ର ଦୂତ ଭାବରେ ପ୍ରତିନିଧିତ୍ୱ କରିଛନ୍ତି=। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe