Advertisment

ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

Advertisment

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କ ସହିତ କଥା ହୋଇଛନ୍ତି। ସାକ୍ଷାତ ସମୟରେ, ଦୁହେଁ ମହାକାଶରେ ଶ୍ରୀ ଶୁକ୍ଳାଙ୍କ ଅଭିଜ୍ଞତା, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟାରେ ଭାରତର ଅଗ୍ରଗତି, ଗଗନଯାନ ସମେତ ବିଭିନ୍ନ ବିଷୟ ଉପରେ ଆଲୋଚନା କରିଥିଲେ।

WhatsApp Image 2025-08-18 at 21.02.36

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କ ସହିତ କଥା ହୋଇଛନ୍ତି। ସାକ୍ଷାତ ସମୟରେ, ଦୁହେଁ ମହାକାଶରେ ଶ୍ରୀ ଶୁକ୍ଳାଙ୍କ ଅଭିଜ୍ଞତା, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟାରେ ଭାରତର ଅଗ୍ରଗତି ଏବଂ ଦେଶର ମହତ୍ୱାକାଂକ୍ଷୀ ମାନବ ମହାକାଶ ଉଡ଼ାଣ କାର୍ଯ୍ୟକ୍ରମ - ଗଗନଯାନ ସମେତ ବିଭିନ୍ନ ବିଷୟ ଉପରେ ଆଲୋଚନା କରିଥିଲେ।

ଏକ୍ସରେ ଏକ ପୋଷ୍ଟରେ ଶ୍ରୀ ମୋଦୀ ଲେଖିଛନ୍ତି ଯେ “ଶୁଭାଂଶୁ ଶୁକ୍ଳାଙ୍କ ସହ ବହୁତ ଭଲ ଆଲୋଚନା ହୋଇଛି। ଆମେ ମହାକାଶରେ ତାଙ୍କର ଅଭିଜ୍ଞତା, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟାରେ ପ୍ରଗତି ଏବଂ ଭାରତର ମହତ୍ୱାକାଂକ୍ଷୀ ଗଗନଯାନ ମିଶନ ସମେତ ବିଭିନ୍ନ ବିଷୟ ଉପରେ ଆଲୋଚନା କରିଥିଲୁ। ଭାରତ ତାଙ୍କ ସଫଳତା ପାଇଁ ଗର୍ବିତ।’’

ଶୁଭାଂଶୁ ଜୁଲାଇ ୧୫ରେ ଆକ୍ସିମ-୪ ମିସନ ସମାପ୍ତ କରି ଭୂପୃଷ୍ଠ ପ୍ରତ୍ୟାବର୍ତ୍ତନ କରିଥିଲେ । ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରରେ ନିଜର ୧୮ ଦିନିଆ ରହଣି କାଳରେ ସେ ପ୍ରାୟ ୬୦ଟି ଗବେଷଣା କରିଥିଲେ । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe