ମୋଦୀ-ଟ୍ରମ୍ପ୍‌ ଆଲୋଚନା ୨୬ରେ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍‌ଡ ଟ୍ରମ୍ପ୍‌ଙ୍କ ମଧ୍ୟରେ ଆଗାମୀ ୨୬ ତାରିଖ ଦିନ ପ୍ୟାରିସ୍‌ରେ ଦ୍ବିପାକ୍ଷିକ ଆଲୋଚନା ହେବ। ଫ୍ରାନ୍ସରେ ଜି-୭ ଶିଖର ସମ୍ମିଳନୀ ଅବସରରେ ଦୁଇ ନେତାଙ୍କ ଆଲୋଚନା କାର୍ଯ୍ୟକ୍ରମ ଚୂଡ଼ାନ୍ତ ହୋଇଛି। ଏହି ଅବସରରେ କଶ୍ମୀର ପ୍ରସଙ୍ଗରେ ମଧ୍ୟ ଚର୍ଚ୍ଚା ହେବ ବୋଲି କୁହାଯାଉଛି।

ସମ୍ବନ୍ଧିତ ଖବର