ମନମୋହନଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ମୋଦୀ

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ଆଜି ୮୬ ବର୍ଷ‌େର ପଦାର୍ପଣ କରିଛନ୍ତି। ମନମୋହନଙ୍କ ଜନ୍ମଦିନ ଅବସରରେ ଆଜି ପ୍ରଧାନମନ୍ତ୍ରୀ ନ‌େରନ୍ଦ୍ର ମୋଦୀ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଏବଂ ତାଙ୍କର ଲମ୍ବା ଜୀବନ ଏବଂ ଉତ୍ତମ ସ୍ବାସ୍ଥ୍ୟ କାମନା କରିଛନ୍ତି।

ସମ୍ବନ୍ଧିତ ଖବର