ସୁଷମାଙ୍କ ବିୟୋଗରେ ସମଗ୍ର ଦେଶରେ ଶୋକାକୂଳ ପରିବେଶ; ନେତା,ଜନତା ଜଣାଇଲେ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ: ଦେଶର ବରିଷ୍ଠ ରାଜନେତା ତଥା ପୂର୍ବତନ ବୈଦେଶିକ ମନ୍ତ୍ରୀ  ସୁଷମା ସ୍ୱରାଜଙ୍କର  ୬୭ ବର୍ଷ ବୟସରେ ଦେହାନ୍ତ ହୋଇଛି। ତାଙ୍କର ବିୟୋଗରେ ଦେଶରେ ଶୋକର ଛାୟା ଖେଳିଯାଇଛି । ନିଜ ପ୍ରିୟ ନେତ୍ରୀଙ୍କୁ ହରାଇବା ପରେ ବିଜେପି ଶିବିରରେ ମଧ୍ୟ ଶୋକର ଛାୟା ଖେଳିଯାଇଛି । ଏଥିସହ ଦଳ ମତ ନିର୍ବିଶେଷରେ ସୁଷମାଙ୍କୁ ଅନ୍ତିମ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

ସୁଷମାଙ୍କ ବିୟୋଗରେ ଦେଶର ପ୍ରଧାନମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ସାଧାରଣ ଜନତାଙ୍କ ପର୍ଯ୍ୟନ୍ତ ସମସ୍ତେ ଶୋକ ପ୍ରକାଶ କରିଛନ୍ତି । ବୈଦେଶିକ ମନ୍ତ୍ରୀ ଥିବା ବେଳେ ନିଜର କାର୍ଯ୍ୟଦକ୍ଷତା ପାଇଁ ବେଶ ପ୍ରଂଶସା ସାଉଁଟିଥିବା ସୁଷମାଙ୍କ ଦେହାନ୍ତ ଖବର ଶୁଣି ସାଧାରଣ ଲୋକ ମଧ୍ୟ ବେଶ ଭାଙ୍ଗି ପଡିଛନ୍ତି ।

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଶୋକ

ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଶୋକ

ଉପ-ରାଷ୍ଟ୍ରପତି ଭେଙ୍କିୟା ନାଇଡୁଙ୍କ ଶୋକ

ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ଶୋକ

ଗୃହମନ୍ତ୍ରୀ ଅମିତ ଶାହାଙ୍କ ଶୋକ

କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଶୋକ

ବାଚସ୍ପତି ଓମ ବିର୍ଲାଙ୍କ ଶୋକ

ସମ୍ବନ୍ଧିତ ଖବର