ଟସ୍ ଜିତିଲା ନ୍ୟୁଜିଲାଣ୍ଡ: ପ୍ରଥମେ ବୋଲିଂ

Advertisment

ଚାମ୍ପିଅନ୍ସ ଟ୍ରଫି ୨୦୨୫ରେ ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମ୍ୟାଚ୍ ଖେଳାଯାଉଛି। ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଫଳରେ ଟିମ୍ ଇଣ୍ଡିଆ ବ୍ୟାଟିଂ ଆରମ୍ଭ କରିଛି...

ଚାମ୍ପିଅନ୍ସ ଟ୍ରଫି ୨୦୨୫ରେ ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମ୍ୟାଚ୍ ଖେଳାଯାଉଛି। ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଫଳରେ ଟିମ୍ ଇଣ୍ଡିଆ ବ୍ୟାଟିଂ ଆରମ୍ଭ କରିଛି...

New Zealand vs India

New Zealand vs India Photograph: (sambad.in)

ଦୁବାଇ: ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଗ୍ରୁପ୍ ‘ଏ’ ଶେଷ ମ୍ୟାଚ୍ ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମ୍ୟାଚ୍ ଖେଳାଯାଉଛି। 

ଭାରତ ଏବଂ ନ୍ୟୁଜିଲାଣ୍ଡ ଏପର୍ଯ୍ୟନ୍ତ ଏକଦିବସୀୟ କ୍ରିକେଟ ଇତିହାସରେ ୧୧୮ ଥର ପରସ୍ପରକୁ ମୁହାଁମୁହିଁ ହୋଇଛନ୍ତି। ସେଥିମଧ୍ୟରୁ ଭାରତ ୬୦ ଥର, ନ୍ୟୁଜିଲାଣ୍ଡ ୫୦ ଥର ଜିତିଛି। ସେମାନଙ୍କ ମଧ୍ୟରେ ଗୋଟିଏ ମ୍ୟାଚ୍ ଟାଇ ହୋଇଥିଲା ଏବଂ ୭ଟି ମ୍ୟାଚ୍‌ର କୌଣସି ଫଳାଫଳ ମିଳି ନଥିଲା। ଟିମ୍ ଇଣ୍ଡିଆ ଗତ ୫ଟି  ଏକଦିବସୀୟ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡକୁ ଲଗାତାର ପରାସ୍ତ କରିଛି।

ଅଧିକ ପଢ଼ନ୍ତୁ: ମୁଁ ମୋ ସ୍ୱାମୀଙ୍କୁ ଛାଡିଦେବି ପଛେ ସୋସିଆଲ ମିଡିଆକୁ ନୁହେଁ

ଭାରତ ପ୍ଲେଇଂ ଏକାଦଶ: ରୋହିତ ଶର୍ମା (ଅଧିନାୟକ), ଶୁଭମନ ଗିଲ, ବିରାଟ କୋହଲି, ଶ୍ରେୟସ ଆୟର, ଅକ୍ଷର ପଟେଲ, କେଏଲ ରାହୁଲ, ହାର୍ଦ୍ଦିକ ପାଣ୍ଡ୍ୟା, ରବିନ୍ଦ୍ର ଜାଡେଜା, ମହମ୍ମଦ ଶାମି, କୁଲଦୀପ ଯାଦବ, ବରୁଣ ଚକ୍ରବର୍ତ୍ତୀ

ନ୍ୟୁଜିଲାଣ୍ଡ ପ୍ଲେଇଂ ଏକାଦଶ: ୱିଲ୍ ୟଙ୍ଗ, ରାଚିନ୍ ରବିନ୍ଦ୍ର, କେନ୍ ୱିଲିୟମ୍ସନ୍, ଡାରିଲ୍ ମିଚେଲ୍, ଟମ୍ ଲାଥାମ୍, ଗ୍ଲେନ୍ ଫିଲିପ୍ସ, ମାଇକେଲ୍ ବ୍ରେସୱେଲ୍, ମିଚେଲ୍ ସାଣ୍ଟନର (ଅଧିନାୟକ), ମ୍ୟାଟ୍ ହେନରୀ, କାଇଲ୍ ଜାମିସନ୍, ୱିଲିୟମ୍ ଓ'ରୌର୍କେ।

ଅଧିକ ପଢ଼ନ୍ତୁ: ଦୀପାଳି ଦାସଙ୍କ ଉପରେ ଚାପ ସୃଷ୍ଟି କରୁଛି ବିଜେଡି: ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe