ବ୍ର‌ିଟେନରେ ରହୁଛନ୍ତି ନିରବ ମୋଦି

0

ନୂଆଦିଲ୍ଲୀ : ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ମହାଠକେଇର ମୁଖ୍ୟ ଅଭିଯୁକ୍ତ ତଥା ହୀରା ଗହଣା ବ୍ୟବସାୟୀ ନିରବ ମୋଦୀ ବ୍ରିଟେନରେ ରହୁଛନ୍ତି। ରାଜ୍ୟସଭାରେ ଏକ ପ୍ରଶ୍ନର ଉତ୍ତରରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଭି. କେ. ସିଂହ ଏହି ସୂଚନା ଦେଇଛନ୍ତି।

ସମ୍ବନ୍ଧିତ ଖବର

Leave A Reply

Your email address will not be published.