ପାଟନା: ଜେଡିୟୁ ନେତା ନୀତୀଶ କୁମାର ଅଷ୍ଟମ ଥର ପାଇଁ ବିହାରର ମୁଖ୍ୟମନ୍ତ୍ରୀ ହେବେ। ଅଗଷ୍ଟ ୧୦ ତାରିଖରେ ସେ ମୁଖ୍ୟମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ନେବେ। ନୀତୀଶ ପ୍ରଥମ ଥର ପାଇଁ ୨୦୦୦ ମାର୍ଚ୍ଚ ୧ରେ ବିହାର ମୁଖ୍ୟମନ୍ତ୍ରୀ ହୋଇଥିଲେ। ଏହାପରେ ୨୦୦୫ ନଭେମ୍ବର ୨ରେ ଦ୍ବିତୀୟ ଥର, ୨୦୧୦ ନଭେମ୍ବର ୩ରେ ତୃତୀୟ ଥର, ୨୦୧୫ ଫେବ୍ରୁଆରି ୪ରେ ଚତୁର୍ଥ ଥର, ୨୦୧୫ ନଭେମ୍ବର ୫ରେ ପଞ୍ଚମ ଥର, ୨୦୧୭ ଜୁଲାଇ ୬ରେ ଷଷ୍ଠ ଥର ଏବଂ ୨୦୨୦ ନଭେମ୍ବର ୭ରେ ସପ୍ତମ ଥର ପାଇଁ ମୁଖ୍ୟମନ୍ତ୍ରୀ ପଦଭାର ଗ୍ରହଣ କରିଥିଲେ।
ଅଷ୍ଟମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ
/sambad/media/post_attachments/wp-content/uploads/2021/12/nitish-kumar.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)