ସଂସଦରେ ସରିଲା ବଜେଟ୍ ଅଧିବେଶନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ହେଲା ଲୋକସଭା

loksabha

ନୂଆଦିଲ୍ଲୀ: ସଂସଦରେ ସରିଲା ବଜେଟ୍ ଅଧିବେଶନ । ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ହେଲା ଲୋକସଭା । ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କଲେ ଲୋକସଭା ବାଚସ୍ପତି ଓମ୍ ବିର୍ଲା । ୩୧ ଜାନୁୟାରୀରେ ଆରମ୍ଭ ହୋଇଥିଲା ସଂସଦର ବଜେଟ ଅଧିବେଶନ ।

ତେବେ ବଜେଟ ଅଧିବେଶନ ଚର୍ଚ୍ଚାରେ ସଦସ୍ୟମାନେ ଭାଗ ନେଇ ଆଲୋଚନା କରିଥିଲେ । ଏଥିସହ ୱାକଅଫ୍ ବିଲ ମଧ୍ୟ ପାରିତ ହୋଇଛି । ଏହି ଅବସରରେ ବାଚସ୍ପତି ସମସ୍ତଙ୍କୁ ଧନ୍ୟବାଦ ଦେଇଥିବା ବେଳେ ଟାରିଫ ପ୍ରସଙ୍ଗରେ କଂଗ୍ରେସ ପକ୍ଷରୁ ପାର୍ଲାମେଣ୍ଟର ମକର ଦ୍ବାରା ସାମ୍ନାରେ ବିରୋଧ କରାଯାଉଛି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe