ନୂଆଦିଲ୍ଳୀ: ବୁଧବାର ଦିନ ନବି ମୁମ୍ବାଇ ଅନ୍ତର୍ଜାତୀୟ ବିମାନବନ୍ଦର (ଏନ୍ଏମ୍ଆଇଏ)ର ପ୍ରଥମ ପର୍ଯ୍ୟାୟକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ବିମାନବନ୍ଦର ପ୍ରାୟ ୧୯,୬୫୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏକ ଐତିହାସିକ ଗ୍ରୀନଫିଲ୍ଡ ପ୍ରକଳ୍ପ।
୧୧୬୦ ହେକ୍ଟର ଜମିରେ ବିସ୍ତାରିତ ଏହି ନୂତନ ବିମାନବନ୍ଦର ଭାରତର ବିମାନ ଚଳାଚଳ କ୍ଷମତାକୁ ଉଲ୍ଲେଖନୀୟ ଭାବରେ ବୃଦ୍ଧି କରିବ ଏବଂ ମୁମ୍ବାଇର ବିଦ୍ୟମାନ ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦର ଉପରେ ଭାରୀ ଟ୍ରାଫିକ୍ ବୋଝକୁ କମ କରିବ ବୋଲି ଆଶା କରାଯାଉଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/07/14/2025-07-14t130310706z-502487809_3832857453524870_6306522069312104664_n-2025-07-14-18-33-09.jpg)
/sambad/media/media_files/2025/10/08/untitled-2025-10-08-15-30-13.jpg)