ସୁପ୍ରିମକୋର୍ଟରେ ପୋଲାଭରମ ମାମଲା: ଆଜି ହେବ ଏକତ୍ର ଶୁଣାଣି

Advertisment
ପୋଲାଭରମ୍‌ ମାମଲାରୁ ବିଚାରପତି ଓହରିଲେ, ଶୁଣାଣି ନୂଆ ବେଞ୍ଚରେ ହେବ

www.livemint.com

ନୂଆଦିଲ୍ଲୀ: ବିବାଦୀୟ ପୋଲାଭରମ ଇନ୍ଦିରାସାଗର ବହୁମୁଖୀ ଜଳସେଚନ ପ୍ରକଳ୍ପ ମାମଲାର ଗୁରୁତ୍ବପୂର୍ଣ୍ଣ ଶୁଣାଣି ଆସନ୍ତାକାଲି ସୁପ୍ରିମକୋର୍ଟର ବିଚାରପତି ଏନ ଭି ରମନ୍ନା, ବିଚାରପତି ସଞ୍ଜିବ ଖାନ୍ନା ଓ ବିଚାରପତି କୃଷ୍ଣା ମୁରାରୀଙ୍କ ଖଣ୍ଡପୀଠରେ ହେବ। ଓଡ଼ିଶା, ଛତିଶଗଡ଼, ତେଲେଙ୍ଗାନା ଦ୍ବାରା ଦାଖଲ କରାଯାଇଥିବା ମୂଳ ମାମଲା ସମେତ ସ୍ବେଚ୍ଛାସେବୀ ସଂଗଠନ ରେଲା ଦ୍ବାରା ଦାଖଲ କରାଯାଇଥିବା ପିଟିସନର ଏକତ୍ର ଶୁଣାଣି କରାଯିବ ବୋଲି କୋର୍ଟଙ୍କ ପକ୍ଷରୁ ଧାର୍ଯ୍ୟ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe