କ୍ୟାବିନେଟ୍ ପକ୍ଷରୁ ଅନୁଷ୍ଠିତ ହେବ ସାମ୍ବାଦିକ ସମ୍ମିଳନୀ: ଆଜି ହେବ ବଡ଼ ଘୋଷଣା

Advertisment

ପହଲଗାମ ଆକ୍ରମଣ ନେଇ ପୂର୍ବରୁ ଅନୁଷ୍ଠିତ ହୋଇଯାଇଛି ସୁପର କ୍ୟାବିନେଟ୍ ବୈଠକ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାସ ଭବନରେ ୪ ଗୁରୁତ୍ବପୂର୍ଣ୍ଣ ବୈଠକରେ ଗୃହମନ୍ତ୍ରୀ, ପ୍ରତିରକ୍ଷା ମନ୍ତ୍ରୀ ଉପସ୍ଥିତ ଥିଲେ ।

ପହଲଗାମ ଆକ୍ରମଣ ନେଇ ପୂର୍ବରୁ ଅନୁଷ୍ଠିତ ହୋଇଯାଇଛି ସୁପର କ୍ୟାବିନେଟ୍ ବୈଠକ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାସ ଭବନରେ ୪ ଗୁରୁତ୍ବପୂର୍ଣ୍ଣ ବୈଠକରେ ଗୃହମନ୍ତ୍ରୀ, ପ୍ରତିରକ୍ଷା ମନ୍ତ୍ରୀ ଉପସ୍ଥିତ ଥିଲେ ।

 The New Indian Express

ନୂଆଦିଲ୍ଲୀ:  ପହଲଗାମ ଆକ୍ରମଣ ନେଇ ପୂର୍ବରୁ ଅନୁଷ୍ଠିତ ହୋଇଯାଇଛି ସୁପର କ୍ୟାବିନେଟ୍ ବୈଠକ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାସ ଭବନରେ ୪ ଗୁରୁତ୍ବପୂର୍ଣ୍ଣ ବୈଠକରେ ଗୃହମନ୍ତ୍ରୀ, ପ୍ରତିରକ୍ଷା ମନ୍ତ୍ରୀ ଉପସ୍ଥିତ ଥିଲେ । ଆଜି ପୁଣି  ଅପରାହ୍ଣ ୩ଟାରେ କ୍ୟାବିନେଟ୍ ପକ୍ଷରୁ ଅନୁଷ୍ଠିତ ହେବ ସାମ୍ବାଦିକ ସମ୍ମିଳନୀ। ଏଥିରେ ମୋଦୀ ବଡ ଘୋଷଣା କରିପାରନ୍ତି ବୋଲି ସୂଚନା ରହିଛି ।

ଆଜିର ବୈଠକରେ କିଛି ବଡ଼ ନିଷ୍ପତ୍ତି ନିଆଯାଇପାରେ । ଏହାସହ ଆଉ ଦୁଇଟି ବଡ଼ ବୈଠକ ହେବ। ସିସିପିଏ ଓ କ୍ୟାବିନେଟ୍ ବୈଠକ ମଧ୍ୟ ଆଜି ହେବ। ଏହା ପୂର୍ବରୁ ଗତକାଲି ବସିଥିବା ବୈଠକରେ ସେନାକୁ ପୂର୍ଣ୍ଣ ସ୍ବାଧୀନତା ଦେଇଛନ୍ତି ପ୍ରଧାନମନ୍ତ୍ରୀ । ଆକ୍ରମଣ ପାଇଁ ସମୟ, ଟାର୍ଗେଟ, ଶୈଳୀ ସ୍ଥିର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ପ୍ରତିରକ୍ଷା ମନ୍ତ୍ରୀ, ଏନଏସଏ, ସିଡିଏସ ଓ ତିନି ସେନାମୁଖ୍ୟଙ୍କ ସହ ମୋଦୀ ଓ ଶାହାଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକରେ ନିଷ୍ପତ୍ତି ହୋଇଛି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe