ରାଷ୍ଟ୍ରପତିଙ୍କୁ ସାକ୍ଷାତ କଲେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ରାଷ୍ଟ୍ରପତି  ଭବନ ଯାଇ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ଅବସରେ ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଡ. ସୁଭାଷ ସରକାର, ଡ. ରାଜକୁମାର ରଂଜନ ସିଂ ଓ ଅନ୍ନପୂର୍ଣ୍ଣା ଦେବୀ ଉପସ୍ଥିତ ଥିଲେ ।

ସମ୍ବନ୍ଧିତ ଖବର