ରଜର ଶୁଭେଚ୍ଛା ଜଣା‌ଇଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର : ଓଡ଼ିଶାର ଗଣପର୍ବ ‘ରଜ’ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟୁଇଟ୍ କରି ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ୍ କରି କହିଛନ୍ତି ଯେ ରଜ ପର୍ବ ଅବସରରେ ହାର୍ଦ୍ଦିକ ଶୁଭକାମନା। ଏହି ପବିତ୍ର ଅବସର ଆପଣଙ୍କୁ ଉତ୍ତମ ସ୍ବାସ୍ଥ୍ୟ ଓ ସମୃଦ୍ଧି ଆଣି ଦେଉ। ଆପଣଙ୍କ ଜୀବନ ଆନନ୍ଦମୟ ହେଉ।

ସମ୍ବନ୍ଧିତ ଖବର