Prime Minister congratulated the people of Odisha
ନୂଆଦିଲ୍ଲୀ/ ଭୁବନେଶ୍ବର: ଓଡ଼ିଶାରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଉପଲବ୍ଧ ହେବ। ଏନେଇ ସୋମବାର ନୂଆ ଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ନ୍ୟାସନାଲ୍ ହେଲଥ ଅଥରିଟି ଓ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ ହୋଇଛି।
ଏହି ଯୋଜନା ରାଜ୍ୟବାସୀଙ୍କୁ ସୁଲଭ ମୂଲ୍ୟରେ ସର୍ବୋଚ୍ଚ-ଗୁଣାତ୍ମକ ସ୍ୱାସ୍ଥ୍ୟସେବା ନିଶ୍ଚିତ କରିବ। ଏହା ବିଶେଷ ଭାବରେ ନାରୀଶକ୍ତି ଏବଂ ଓଡିଶାର ବୃଦ୍ଧବୃଦ୍ଧାଙ୍କୁ ଉପକୃତ କରିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।
ଅଧିକ ପଢ଼ନ୍ତୁ: ଭୂମିକମ୍ପ ପରେ ଜାପାନରେ ସୁନାମି ସତର୍କତା
Follow Us