Advertisment

President of Iran: ଇରାନ ରାଷ୍ଟ୍ରପତିଙ୍କ ସହ ଫୋନରେ କଥା ହେଲେ ପୁଟିନ, ଯୁଦ୍ଧ ବନ୍ଦ କରିବା ପାଇଁ ଦେଲେ ଆହ୍ୱାନ

Advertisment

ମଧ୍ୟପ୍ରାଚ୍ୟରେ ଭୀଷଣ ଯୁଦ୍ଧ ଭିତରେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର୍ ପୁଟିନ ଫୋନ ଯୋଗେ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିଆନଙ୍କ ସହ କଥା ହୋଇ ସର୍ବୋଚ୍ଚ ନେତା ଆୟୋତୋଲ୍ଲା ଅଲି ଖେମିନିଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିବା ସହ ସେ ବଳ ପ୍ରୟୋଗକୁ ପରିହାର କରି କୂଟନୈତିକ ସମାଧାନ ପାଇଁ ଅନୁରୋଧ କରିଛନ୍ତି।

07bbs_34_07032026_112

ମସ୍କୋ/ତେହେରାନ୍: ମଧ୍ୟପ୍ରାଚ୍ୟରେ ଭୀଷଣ ଯୁଦ୍ଧ ଭିତରେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର୍ ପୁଟିନ ଫୋନ ଯୋଗେ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିଆନଙ୍କ ସହ କଥା ହୋଇ ସର୍ବୋଚ୍ଚ ନେତା ଆୟୋତୋଲ୍ଲା ଅଲି ଖେମିନିଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିବା ସହ ସେ ବଳ ପ୍ରୟୋଗକୁ ପରିହାର କରି କୂଟନୈତିକ ସମାଧାନ ପାଇଁ ଅନୁରୋଧ କରିଛନ୍ତି। ରୁଷ ରାଷ୍ଟ୍ରପତି ଏହା ମଧ୍ୟ କହିଛନ୍ତି ଯେ ସେ ବର୍ତ୍ତମାନର ପରିସ୍ଥିତି ସମ୍ପର୍କରେ ଗଲ୍ଫ ସହଯୋଗ ପରିଷଦ (ଜିସିସି) ସଦସ୍ୟ ରାଷ୍ଟ୍ରର ନେତାମାନଙ୍କ ସହିତ ନିରନ୍ତର ଯୋଗାଯୋଗରେ ଅଛନ୍ତି। ରୁଷର ଏହି ସମର୍ଥନ ପାଇଁ ପେଜେଶକିଆନ କୃତଜ୍ଞତା ପ୍ରକାଶ କରିବା ସହ ଯୁଦ୍ଧ ସ୍ଥିତି ନେଇ ଆଲୋଚନା କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe