ନୂଆଦିଲ୍ଲୀ : କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଆଜି ୪୮ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ରାହୁଲ କଂଗ୍ରେସର ମଙ୍ଗ ଧରିବାପରେ ଏହା ତାଙ୍କର ପ୍ରଥମ ଜନ୍ମଦିନ। ଗତବର୍ଷ ଡିସେମ୍ବର ମାସରେ ରାହୁଲ କଂଗ୍ରେସ ଅଧ୍ୟକ୍ଷ ହୋଇଥିଲେ। ରାହୁଲଙ୍କ ଜନ୍ମ ଦିନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୋଦି ରାହୁଲଙ୍କ ଉତ୍ତମ ସ୍ୱାସ୍ଥ୍ୟ ଏବଂ ଦୀର୍ଘାୟୁ କାମନା କରି ତାଙ୍କୁ ଟ୍ଵିଟ୍ ମାଧ୍ୟମରେ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। କଂଗ୍ରେସ ସମେତ ବିଭିନ୍ନ ବିରୋଧୀ ଦଳର ନେତାମାନେ ମଧ୍ୟ ରାହୁଲଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି।
୪୮ରେ ପଦାର୍ପଣ କଲେ ରାହୁଲ
/sambad/media/post_attachments/wp-content/uploads/2018/06/pm-narendra-modi-rahul-gandhi-.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)