ପ୍ରଧାନମନ୍ତ୍ରୀ ହେଲେ ଆନ୍ଧ୍ରକୁ ପ୍ରଥମେ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦେବି: ରାହୁଲ

ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ କହିଛନ୍ତି ଯେ ୨୦୧୯ରେ କଂଗ୍ରେସ କ୍ଷମତାକୁ ଆସିଲେ ସେ ପ୍ରଥମେ ଆନ୍ଧ୍ର ପ୍ରଦେଶକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦେବେ। ସେ କହିଛନ୍ତି ଯେ ଆନ୍ଧ୍ରକୁ ସ୍ୱତନ୍ତ୍ର ପାହ୍ୟା ଦେବାପାଇଁ ରାଜ୍ୟ ବିଭାଜନ ସମୟରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ଆଶ୍ୱାସନା ଦେଇଥିଲେ। କଂଗ୍ରେସ କ୍ଷମତାକୁ ଆସିଲେ ଏହା ପୂରଣ କରିବା ମୋର ପ୍ରାଥମିକତା ହେବ ବୋଲି ରାହୁଲ କହିଛନ୍ତି।

ସମ୍ବନ୍ଧିତ ଖବର