ଟସ୍ ଜିତିଲା ରାଜସ୍ଥାନ ରୟାଲ୍ସ: ପ୍ରଥମେ ବୋଲିଂ ନିଷ୍ପତ୍ତି

କୋଲକାତା: ଆଇପିଏଲ୍‌ର ୩୧ତମ ମ୍ୟାଚ୍‌ରେ ମଙ୍ଗଳବାର କୋଲକାତା ନାଇଟ ରାଇଡର୍ସ(କେକେଆର) ଏବଂ ରାଜସ୍ଥାନ ରୟାଲ୍ସ(ଆରଆର) ମଧ୍ୟରେ ମୁକାବିଲା ହେଉଛି। କୋଲକାତାର ଇଡେନ ଗାର୍ଡେନରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଅଧିନାୟକ ସଞ୍ଜୁ ସାମସନ୍ ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛନ୍ତି କୋଲକାତା ନାଇଟ ରାଇଡର୍ସ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ବରେ ପ୍ରଥମେ ବ୍ୟାଟିଂ ଆରମ୍ଭ କରିଛି।

 

 

 

ସମ୍ବନ୍ଧିତ ଖବର