୫୦୦ ବର୍ଷ ପରେ ରାମଲାଲା ପ୍ରଥମ ଥର ପାଇଁ ଅଯୋଧ୍ୟା ମନ୍ଦିରରେ ଦୀପାବଳି ପାଳନ କରିବେ: ପ୍ରଧାନମନ୍ତ୍ରୀ ମୋଦୀ

Advertisment

ଦୀର୍ଘ ୫୦୦ ବର୍ଷର ପ୍ରତୀକ୍ଷା ପରେ ପ୍ରଥମ ଥର ପାଇଁ ଭଗବାନ ରାମ ଅଯୋଧ୍ୟାରେ ନବନିର୍ମିତ ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ଦୀପାବଳି ପାଳନ କରିବେ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି।

ଦୀର୍ଘ ୫୦୦ ବର୍ଷର ପ୍ରତୀକ୍ଷା ପରେ ପ୍ରଥମ ଥର ପାଇଁ ଭଗବାନ ରାମ ଅଯୋଧ୍ୟାରେ ନବନିର୍ମିତ ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ଦୀପାବଳି ପାଳନ କରିବେ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି।

fhfhsfhsfhh

ନୂଆଦିଲ୍ଲୀ: ଦୀର୍ଘ ୫୦୦ ବର୍ଷର ପ୍ରତୀକ୍ଷା ପରେ ପ୍ରଥମ ଥର ପାଇଁ ଭଗବାନ ରାମ ଅଯୋଧ୍ୟାରେ ନବନିର୍ମିତ ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ଦୀପାବଳି ପାଳନ କରିବେ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି। ଆଜି ପ୍ରଧାନମନ୍ତ୍ରୀ ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ରୋଜଗାର ମେଳା ଅଧୀନରେ ନବନିଯୁକ୍ତ ଯୁବକମାନଙ୍କୁ ୫୧,୦୦୦ରୁ ଅଧିକ ନିଯୁକ୍ତିପତ୍ର ବଣ୍ଟନ କରିବା ଅବସରରେ କହିଛନ୍ତି, ମୁଁ ସମସ୍ତ ନାଗରିକଙ୍କୁ ଧନତେରସ ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି।

ମାତ୍ର ଦୁଇ ଦିନ ମଧ୍ୟରେ ଆମେ ଦୀପାବଳି ମଧ୍ୟ ପାଳନ କରିବୁ ଏବଂ ଚଳିତ ବର୍ଷର ଦୀପାବଳିର ବିଶେଷତ୍ବ ରହିଛି। ୫୦୦ ବର୍ଷ ପରେ ଭଗବାନ ରାମ ଅଯୋଧ୍ୟାରେ ତାଙ୍କ ଭବ୍ୟ ମନ୍ଦିରରେ ବସିଛନ୍ତି ଏବଂ ତାଙ୍କ ସହ ଏହି ଭବ୍ୟ ମନ୍ଦିରରେ ପ୍ରଥମ ଦୀପାବଳି ପାଳନ କରାଯିବ। ରୋଜଗାର ମେଳା ଅଧୀନରେ ନିଯୁକ୍ତି ପତ୍ର ପାଇଥିବା ସମସ୍ତ ଯୁବକଙ୍କୁ ସେ ଅଭିନନ୍ଦନ ଜଣାଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe