ନୂଆଦିଲ୍ଲୀ : ୨୦୧୯ ଲୋକସଭା ନିର୍ବାଚନରେ ବିଜେପି ପଶ୍ଚିମବଙ୍ଗରେ ଯେଉଁ ଅପ୍ରତ୍ୟାଶିତ ବିଜୟ ହାସଲ କରିଥିଲା ତାହା ୨୦୨୪ରେ ବଜାୟ ରଖିବା ବିଜେପିର ଲକ୍ଷ୍ୟ। ୨୦୨୪ ଲୋକସଭା ନିର୍ବାଚନ ପାଇଁ ଦଳ ୩ ଜଣ କେନ୍ଦ୍ର ମନ୍ତ୍ରୀଙ୍କୁ ପଶ୍ଚିମବଙ୍ଗ ଦାୟିତ୍ବ ଦେଇଛି। କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସ୍ମୃତି ଇରାନୀ ଏବଂ ଜ୍ୟୋତିରାଦିତ୍ୟ ସିନ୍ଧିଆ ପଶ୍ଚିମବଙ୍ଗ ଉପରେ ଫୋକସ୍ କରିବେ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us