ନୂଆଦିଲ୍ଲୀ: ୧୯୮୪ ଶିଖ୍ ବିରୋଧୀ ଦଙ୍ଗା ମାମଲାରେ ଗତକାଲି ଆଜୀବନ କାରାଦଣ୍ଡରେ ଦଣ୍ଡିତ ହୋଇଥିବା କଂଗ୍ରେସ ନେତା ସଜ୍ଜନ କୁମାର ଦଳରୁ ଇସ୍ତଫା ଦେଇ ଦେଇଛନ୍ତି। କଂଗ୍ରେସର ପ୍ରାଥମିକ ସଦସ୍ୟତା ପଦରୁ ସେ ଇସ୍ତଫା ଦେଇଥିବା ନେଇ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ପତ୍ର ଲେଖି ଜଣାଇଛନ୍ତି।
କଂଗ୍ରେସରୁ ଇସ୍ତଫା ଦେଲେ ସଜ୍ଜନ କୁମାର
Advertisment
Follow Us