ନୂଆଦିଲ୍ଲୀ: ହରିୟାଣାର ଖ୍ୟାତନାମା ଗାୟିକା ତଥା ନୃତ୍ୟାଙ୍ଗନା ସପ୍ନା ଚୌଧୁରୀ ଆଜି ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି। ଆଜି ଦିଲ୍ଲୀରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସ୍ବପ୍ନା ବିଜେପିରେ ସାମିଲ ହୋଇଥିଲେ। ଏହି ଅବସରରେ ମଧ୍ୟପ୍ରଦେଶର ପୂର୍ବ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ, ଦିଲ୍ଲୀ ବିଜେପି ମୁଖ୍ୟ ମନୋଜ ତିୱାରୀ, ହର୍ଷବର୍ଦ୍ଧନ ସିଂହ ପ୍ରମୁଖ ଉପସ୍ଥିତ ଥିଲେ। ସ୍ବପ୍ନା ୨୦୧୯ ଲୋକସଭା ନିର୍ବାଚନରେ ବିଜେପି ପାଇଁ ପ୍ରଚାର କରିଥିଲେ।
ବିଜେପିରେ ସାମିଲ ହେଲେ ସ୍ବପ୍ନା ଚୌଧୁରୀ
/sambad/media/post_attachments/wp-content/uploads/2019/07/sapna.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)