ରାଜ୍ୟସଭା ଉପାଧ୍ୟକ୍ଷ ପ୍ୟାନେଲରେ ସସ୍ମିତ ପାତ୍ର

ନୂଆଦିଲ୍ଲୀ : ରାଜ୍ୟସଭା ଅଧ୍ୟକ୍ଷ ଏମ୍‌.ଭେଙ୍କିୟା ନାଇଡୁ ଆଜି ଉପାଧ୍ୟକ୍ଷ ପ୍ୟାନେଲର ପୁନର୍ଗଠନ କରିଛନ୍ତି। ଏହି ପ୍ୟାନେଲରେ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର ସ୍ଥାନ ପାଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ସାଂସଦ ଭୁବନେଶ୍ବର କାଳିତା, ବନ୍ଦନା ଚୌହାନ, ସୁକେନ୍ଦୁ ଶେଖର ରାୟ, ସୁରେନ୍ଦ୍ର ସିଂହ ନାଗର ଓ ଡଃ ଏଲ. ହନୁମନ୍ଥୟା ରହିଛନ୍ତି।

ସମ୍ବନ୍ଧିତ ଖବର