ଅସୁସ୍ଥ ହୋଇ ହସ୍ପିଟାଲ୍‌ରେ ଭର୍ତ୍ତି ହେଲେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ

Advertisment
କରୋନା ପରେ ସୋନିଆଙ୍କୁ ଫଙ୍ଗାଲ ସଂକ୍ରମଣ

DNA India

ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ରବିବାର ସଂଧ୍ୟାରେ ଅସୁସ୍ଥ ହୋଇ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ ପ୍ରବଳ ଜ୍ବର ହେବା ସହ ନିିଶ୍ବାସ ନେବାରେ ଅସୁବିଧା ହେବା ହେତୁ  ଦିଲ୍ଳୀର ସାର ଗଙ୍ଗାରାମ ହସ୍ପିଟାଲ୍‌ରେ ସୋନିଆଙ୍କୁ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିବା ସୂଚନା ରହିଛି।

ଅଧିକ ସୂଚନା ପାଇଁ ଅପେକ୍ଷା କରାଯାଇଛି...

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe