ନୂଆଦିଲ୍ଲୀ : ଖଣ୍ଡପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଜେଡି ବିଧାୟକ ଭାବେ ନିର୍ବାଚିତ ହେବାପରେ ରାଜ୍ୟସଭାରୁ ଇସ୍ତଫା ଦେଇଥିଲେ ସୌମ୍ୟରଞ୍ଜନ ପଟ୍ଟନାୟକ। ଶ୍ରୀ ପଟ୍ଟନାୟକଙ୍କ ଇସ୍ତଫାକୁ ରାଜ୍ୟସଭା ଅଧ୍ୟକ୍ଷ ଗ୍ରହଣ କରିଥିବା ନେଇ ସଚିବାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହିତ ଭାରତ ନିର୍ବାଚନ କମିସନଙ୍କ ପାଖକୁ ଏହାର କପି ପଠାଇ ଦିଆଯାଇଛି।
Advertisment
Sambad is now on WhatsApp
Join and get latest news updates delivered to you via WhatsApp