ସୌମ୍ୟରଞ୍ଜନଙ୍କ ଇସ୍ତଫା ଗୃହୀତ

Advertisment
ସୌମ୍ୟରଞ୍ଜନଙ୍କ ଇସ୍ତଫା ଗୃହୀତ

odishasuntimes.com

ନୂଆଦିଲ୍ଲୀ : ଖଣ୍ଡପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଜେଡି ବିଧାୟକ ଭାବେ ନିର୍ବାଚିତ ହେବାପରେ ରାଜ୍ୟସଭାରୁ ଇସ୍ତଫା ଦେଇଥିଲେ ସୌମ୍ୟରଞ୍ଜନ ପଟ୍ଟନାୟକ। ଶ୍ରୀ ପଟ୍ଟନାୟକଙ୍କ ଇସ୍ତଫାକୁ ରାଜ୍ୟସଭା ଅଧ୍ୟକ୍ଷ ଗ୍ରହଣ କରିଥିବା ନେଇ ସଚିବାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହିତ ଭାରତ ନିର୍ବାଚନ କମିସନଙ୍କ ପାଖକୁ ଏହାର କପି ପଠାଇ ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe