ନୂଆଦିଲ୍ଲୀ: ଏନ୍ଡିଏ ସରକାରଙ୍କ ‘ଦମନକାରୀ ନୀତି’ ପ୍ରତିବାଦରେ ୧୦ଟି ଶ୍ରମିକ ସଂଗଠନ ପକ୍ଷରୁ ଜାନୁଆରି ୮ ତାରିଖରେ ୨୪ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହି ଦୁଇ ଦିନିଆ ବନ୍ଦ ଡାକରାକୁ ଦେଶବ୍ୟାପୀ ବିଭିନ୍ନ କୃଷକ ସଂଗଠନ ସମର୍ଥନ କରିଛନ୍ତି। ଶ୍ରମିକ ସଂଗଠନ ସିଟୁର ସାଧାରଣ ସଂପାଦକ ତପନ ସେନ କହିଛନ୍ତି ଯେ ଅସଂଗଠିତ, ବ୍ୟାଙ୍କିଙ୍ଗ୍ ଏବଂ ବୀମା କ୍ଷେତ୍ର କର୍ମଚାରୀ , ବନ୍ଦର ଶ୍ରମିକ ଦେଶବ୍ୟାପୀ ଏହି ଧର୍ମଘଟରେ ସାମିଲ ହେବ। ଦେଶର ଆର୍ଥିକ ସଙ୍କଟ, ଦରଦାମ ବୃଦ୍ଧି ଏବଂ ବେରୋଜଗାର ପ୍ରସଙ୍ଗରେ ଏହି ବନ୍ଦ ପାଳନ କରାଯିବ।
୮ରେ ଭାରତ ବନ୍ଦ
/sambad/media/post_attachments/wp-content/uploads/2019/11/protest-a.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)