ସକାଳୁ ସକାଳୁ ଥରିଲା ଦିଲ୍ଲୀ, ରାଜଧାନୀକୁ ଲାଗିଲା ଭୂକମ୍ପର ଝଟକା

ସକାଳୁ ସକାଳୁ ଥରିଲା ଭାରତର ରାଜଧାନୀ । ସକାଳ ୯ଟା ୪ରେ ଭୂକମ୍ପ ଅନୁଭୂତ । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୪.୪ ଥିବା ସୂଚନା ମିଳିଛି । ଭୂକମ୍ପର କେନ୍ଦ୍ରସ୍ଥଳ ହରିଆଣାର ଝାଜର

delhi up date

ନୂଆଦିଲ୍ଲୀ: ଦିଲ୍ଲୀକୁ ଲାଗିଲା ଭୂକମ୍ପର ଝଟକା । ବଡ ଧରଣର ଭୂକମ୍ପରେ ଦୋହଲିଲା ଦିଲ୍ଲୀ  । ସକାଳୁ ସକାଳୁ ଥରିଲା ଭାରତର ରାଜଧାନୀ । ସକାଳ ୯ଟା ୪ରେ ଭୂକମ୍ପ ଅନୁଭୂତ । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୪.୪ ଥିବା ସୂଚନା ମିଳିଛି । ଭୂକମ୍ପର କେନ୍ଦ୍ରସ୍ଥଳ ହରିଆଣାର ଝାଜର ।

ତେବେ ଦିଲ୍ଲୀ, ନୋଏଡା ଏବଂ ଗାଜିଆବାଦରେ ଅନୁଭୂତ ହୋଇଛି ଭକମ୍ପ । ପ୍ରାୟ ୧୦ ସେକେଣ୍ଡ ଯାଏଁ ଥରିଲା ଦିଲ୍ଲୀ । ସକାଳୁ ସକାଳୁ ଭୂକମ୍ପରେ ଭୟଭୀତ ଲୋକେ । ବର୍ତ୍ତମାନ ସୁଦ୍ଧା କୌଣସି କ୍ଷୟକ୍ଷତିର ରିପୋର୍ଟ ଆସିନି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe