ନୂଆଦିଲ୍ଲୀ: ଶନିବାର ଭାରତ ଏବଂ ବାଂଲାଦେଶ ମଧ୍ୟରେ ହେବାକୁଥିବା ଟି-୨୦ ବିଶ୍ୱକପ ସୁପର ୮ ମ୍ୟାଚ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଭୟ ଦଳଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି ମୁଁ ଆଜିର ମ୍ୟାଚ୍ ପାଇଁ ଉଭୟ ଭାରତ ଏବଂ ବାଂଲାଦେଶ କ୍ରିକେଟ୍ ଦଳକୁ ଶୁଭେଚ୍ଛା ଜଣାଉଛି।
ସୂଚନାଯୋଗ୍ୟ, ଶନିବାର ଦକ୍ଷିଣ ଆଫ୍ରିକାର ନର୍ଥ ସାଉଣ୍ଡର ଆଣ୍ଟିଗୁଆସ୍ଥିତ ସାର୍ ଭିଭିଆନ୍ ରିଚାର୍ଡସ୍ ଷ୍ଟାଡିୟମରେ ଭାରତ ବାଂଲାଦେଶ ଟି-୨୦ ବିଶ୍ୱକପର ୪୭ ମ୍ୟାଚରେ ଗ୍ରୁପ୍-୧ର ସୁପର ୮ ମ୍ୟାଚରେ ମୁହାଁମୁହିଁ ହେଉଛନ୍ତି।
Follow Us