ଆଜି ସକାଳ ୯ଟାରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତା

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ସକାଳ ୯ଟାରେ ଦେଶବାସୀଙ୍କ ପାଇଁ ଏକ ଭିଡିଓ ବାର୍ତ୍ତା ଜାରି କରିବେ। କରୋନା ସଙ୍କଟ ପାଇଁ ଏବେ ପୂରା ଦେଶରେ ଲକ୍‌ଡାଉନ୍‌ ଚାଲିଛି ଏବଂ ଅନେକ ସ୍ଥାନରେ ଲୋକେ ଆଇନ ଉଲ୍ଲଂଘନ କରୁଥିବାରୁ କରୋନା ମାମଲା ମଧ୍ୟ ବଢ଼ିବାରେ ଲାଗିଛି। ଏଭଳି ସ୍ଥିତିରେ ପ୍ରଧାନମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତାକୁ ଦେଶବାସୀ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି।

ସମ୍ବନ୍ଧିତ ଖବର