ଟ୍ରେନ ଦୁର୍ଘଟଣାରେ ରାଷ୍ଟ୍ରପତିଙ୍କ ଦୁଃଖ ପ୍ରକାଶ

ନୂଆଦିଲ୍ଲୀ: ଓଡ଼ିଶାର ବାଲେଶ୍ବର ଜଲ୍ଲା ବାହାନଗା ନିକଟରେ ସାଲିମାର – ଚେନ୍ନାଇ କରମଣ୍ଡଳ ଏକ୍ସପ୍ରେସ ସହିତ ବିପରୀତ ଦିଗରୁ ଆସୁଥିବା ବାଙ୍ଗାଲୋର – ହାୱାଡା ଏକ୍ସପ୍ରେସ ମୁହାଁମୁହିଁ ଧକ୍କାରୁ ଭୟଙ୍କର ଦୁର୍ଘଟଣା ଘଟିଛି। ଉକ୍ତ ଘଟଣା ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଟୁଇଟ କରି ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ମୃତାହତଙ୍କ ପରିବାରକୁ ସମବେଦନା ଜଣାଇବା ସହିତ ଆହତଙ୍କ ଆରୋଗ୍ୟ କାମନା କରଛନ୍ତ।

ସମ୍ବନ୍ଧିତ ଖବର