ଟ୍ରମ୍ପଙ୍କ ଟାରିଫ୍‌ର ଭାରତରେ ପ୍ରଭାବ ପଡ଼ିବାର ଆଶଙ୍କା ସୃଷ୍ଟି ହେଲାଣି

Advertisment

ଭାରତ ଉପରେ ଟ୍ରମ୍ପ ଶୁଳ୍କର ପ୍ରଭାବ ପଡିବା ଆରମ୍ଭ କରିଛି । ଭାରତ ଉପରେ ଆମେରିକା ରାଷ୍ଟ୍ରପତି  ଡୋନାଲ୍ଡ ଟ୍ରମ୍ପ ୫୦% ଶୁଳ୍କ ଲଗାଇବାକୁ ଘୋଷଣା କରିଛନ୍ତି । ଏହା ଫଳରେ ଭାରତ ଉପରେ ଏହାର ଗଭୀର ପ୍ରଭାବ ପଡିବା ଆଶଙ୍କା ସୃଷ୍ଟି ହେଲାଣି ।

ଭାରତ ଉପରେ ଟ୍ରମ୍ପ ଶୁଳ୍କର ପ୍ରଭାବ ପଡିବା ଆରମ୍ଭ କରିଛି । ଭାରତ ଉପରେ ଆମେରିକା ରାଷ୍ଟ୍ରପତି  ଡୋନାଲ୍ଡ ଟ୍ରମ୍ପ ୫୦% ଶୁଳ୍କ ଲଗାଇବାକୁ ଘୋଷଣା କରିଛନ୍ତି । ଏହା ଫଳରେ ଭାରତ ଉପରେ ଏହାର ଗଭୀର ପ୍ରଭାବ ପଡିବା ଆଶଙ୍କା ସୃଷ୍ଟି ହେଲାଣି ।

New Project (20)

ନୂଆଦିଲ୍ଳୀ: ଭାରତ ଉପରେ ଟ୍ରମ୍ପ ଶୁଳ୍କର ପ୍ରଭାବ ପଡିବା ଆରମ୍ଭ କରିଛି । ଭାରତ ଉପରେ ଆମେରିକା ରାଷ୍ଟ୍ରପତି  ଡୋନାଲ୍ଡ ଟ୍ରମ୍ପ ୫୦% ଶୁଳ୍କ ଲଗାଇବାକୁ ଘୋଷଣା କରିଛନ୍ତି । ଏହା ଫଳରେ ଭାରତ ଉପରେ ଏହାର ଗଭୀର ପ୍ରଭାବ ପଡିବା ଆଶଙ୍କା ସୃଷ୍ଟି ହେଲାଣି । ବିଶେଷକରି କପଡା  ରପ୍ତାନୀ ଭୟଙ୍କର ପ୍ରଭାବିତ ହୋଇପାରେ ବୋଲି ଆଶଙ୍କା ପ୍ରକାଶ ପାଇଛି । ଆଉ ଦୁଇଦିନ ମଧ୍ୟରେ ଏହାର ପ୍ରଭାବ ବି ଦେଖିବାକୁ ମିଳିଲାଣି ।

ଆମେରିକା ୭ ଅଗଷ୍ଟରୁ ଭାରତ ଉପରେ ୨୫% ଶୁଳ୍କ ଲାଗୁ କରିଛି ଏବଂ ୨୭ ଅଗଷ୍ଟରୁ ୨୫% ଅତିରିକ୍ତ ଶୁଳ୍କ ଲାଗୁ ହେବ ବୋଲି କହିଛି । ଭାରତ ଉପରେ ଏହି ଶୁଳ୍କ ଲାଗୁ ହେବା ସହିତ, ରପ୍ତାନିରେ ହ୍ରାସ ହେବାର ସମ୍ଭାବନା ଅଛି, ଭାରତରୁ ଆମେରିକା ଯାଉଥିବା ସାମଗ୍ରୀର ମୂଲ୍ୟକୁ ମଧ୍ୟ ଏହା ପ୍ରଭାବିତ କରିପାରେ । ଫଳରେ ଆମେରିକାରେ ବିକ୍ରି ହେଉଥିବା ଭାରତୀୟ ଉତ୍ପାଦନ ଗୁଡ଼ିକର ମୂଲ୍ୟବୃଦ୍ଧି ହେବାର ଆଶଙ୍କା ମଧ୍ୟ ରହିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe