ନୂଆଦିଲ୍ଲୀ : ଜଗଦୀପ ଧନଖଡ଼ ଆଜି(ଗୁରୁବାର) ଦେଶର ଚତୁର୍ଦ୍ଦଶ ଉପରାଷ୍ଟ୍ରପତି ଭାବେ ଶପଥ ନେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଧନଖଡ଼ଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ଉପରାଷ୍ଟ୍ରପତି ଭାବେ ଭେଙ୍କୟା ନାଇଡୁଙ୍କ କାର୍ଯ୍ୟକାଳ ବୁଧବାର ଦିନ ଶେଷ ହୋଇଛି। ଗତ ଅଗଷ୍ଟ ୬ରେ ଉପରାଷ୍ଟ୍ରପତି ନିର୍ବାଚନ ହୋଇଥିଲା। ନିର୍ବାଚନରେ ଧନଖଡ଼ଙ୍କୁ ୫୨୮ ଭୋଟ୍ ମିଳିଥିଲା ଏବଂ ତାଙ୍କ ପ୍ରତିଦ୍ବନ୍ଦ୍ବୀ କଂଗ୍ରେସ ନେତ୍ରୀ ମାର୍ଗାରେଟ ଆଲ୍ଭାଙ୍କୁ ୧୮୨ ଭୋଟ୍ ମିଳିଥିଲା।
ଆଜି ଶପଥ ନେବେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
/sambad/media/post_attachments/wp-content/uploads/2020/12/jagdeep-dhankhar-1604141565.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)