ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ବିଜେପି ସାଂସଦ ବୀରେନ୍ଦ୍ର କୁମାର ଲୋକସଭାର ଅନ୍ତରୀଣ ବାଚସ୍ପତି ଭାବେ ଦାୟିତ୍ବ ଗ୍ରହଣ କରିବେ ବୋଲି ଜଣାପଡ଼ିଛି। ଲୋକସଭାକୁ ୭ ଥର ନିର୍ବାଚିତ ହୋଇଥିବା କୁମାର ଅନ୍ତରୀଣ ବାଚସ୍ପତି ଭାବେ ପ୍ରଥମ ଅଧିବେଶନରେ ଅଧ୍ୟକ୍ଷତା କରିବେ ଏବଂ ନବ ନିର୍ବାଚିତ ସାଂସଦମାନଙ୍କୁ ଶପଥ ପାଠ କରାଇବେ। ଚଳିତ ଲୋକସଭାର ପ୍ରଥମ ଅଧିବେଶନ ଜୁନ୍ ୧୭ରୁ ଜୁଲାଇ ୨୬ ପର୍ଯ୍ୟନ୍ତ ଚାଲିବ।
ବୀରେନ୍ଦ୍ର କୁମାର ଲୋକସଭାର ଅନ୍ତରୀଣ ବାଚସ୍ପତି ହେବେ
Advertisment
Follow Us