winning target for South Africa 363 run Photograph: (sambad.in)
ଲାହୋର: ଚାମ୍ପିଅନ୍ସ ଟ୍ରଫିର ଦ୍ୱିତୀୟ ସେମିଫାଇନାଲ ବୁଧବାର ଦକ୍ଷିଣ ଆଫ୍ରିକା ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଲାହୋରର ଗଦ୍ଦାଫି ଷ୍ଟାଡିୟମରେ ଖେଳାଯାଉଛି। ଟସ୍ ଜିତି ନ୍ୟୁଜିଲାଣ୍ଡ ଦଳ ପ୍ରଥମେ ବ୍ୟାଟିଂ କରି ଧାର୍ଯ୍ୟ ୫୦ ଓଭରରେ ୬ ୱିକେଟ ହରାଇ ୩୬୨ ରନ୍ କରିଛି। ଫଳରେ ଦକ୍ଷିଣ ଆଫ୍ରିକା ପାଇଁ ବିଜୟ ଲକ୍ଷ୍ୟ ୩୬୩ ରନ୍ ରହିଛି।
ଦକ୍ଷିଣ ଆଫ୍ରିକା ପକ୍ଷରୁ ଲୁଙ୍ଗି ନାଗିଡି ୩ଟି ୱିକେଟ ନେଇଥିବାବେଳେ କାଗିସୋ ରାବାଡ଼ା ୨ ୱିକେଟ ନେଇଥିଲେ। ସେହିପରି ୱାନ ମୁଲଡର ଗୋଟିଏ ୱିକେଟ ନେଇଥିଲେ।
ଅଧିକ ପଢ଼ନ୍ତୁ: ଅମରନାଥ ଯାତ୍ରା ପାଇଁ ଅପେକ୍ଷା କରି ରହିଥିବା ଶ୍ରଦ୍ଧାଳୁମାନଙ୍କ ପାଇଁ ଖୁସି ଖବର
Follow Us