ସଂସଦରେ ରବି ରାୟଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

Advertisment
ସଂସଦରେ ରବି ରାୟଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ବର : ସଂସଦର କେନ୍ଦ୍ରୀୟ ହଲ୍‌ରେ ଆଜି ଲୋକସଭାର ପୂର୍ବତନ ବାଚସ୍ପତି ସ୍ବର୍ଗତ ରବି ରାୟଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଆୟୋଜିତ ଜୟନ୍ତୀ ଉତ୍ସବରେ ଅନ୍ୟାନ୍ୟ ବିଶିଷ୍ଟ ବ୍ୟକ୍ତିମାନଙ୍କ ମଧ୍ୟରେ ଲୋକସଭା ମହାସଚିବ ଉତ୍ପଳ କୁମାର ସିଂହ ଏବଂ ରାଜ୍ୟସଭା ମହାସଚିବ ପିସି ମୋଦୀ ସ୍ବର୍ଗତ ରାୟଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe