ପିପିଏ ‌ବୋର୍ଡର ସଦସ୍ୟା ହେଲେ ଯାମିନୀ ଷଡ଼ଙ୍ଗୀ

ନୂଆଦିଲ୍ଲୀ : କେନ୍ଦ୍ର ସରକାର ପାରାଦୀପ ବନ୍ଦର ପ୍ରାଧିକରଣ (ପିପିଏ) ବୋର୍ଡର ସଦସ୍ୟା ଭାବେ ଆଇଏଏସ୍‌ ଅଧିକାରୀ ତଥା ଓଡ଼ିଶା ରାଜ୍ୟ ମେଡିକାଲ କର୍ପୋରେସନ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶିକା ଯାମିନୀ ଷଡ଼ଙ୍ଗୀଙ୍କୁ ନିଯୁକ୍ତ କରିଛନ୍ତି। ନିଯୁକ୍ତି ସଂପର୍କରେ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରାଳୟ ପକ୍ଷରୁ ଗେଜେଟ ବିଜ୍ଞପ୍ତି ପ୍ରକାଶ ପାଇଛି।

ସମ୍ବନ୍ଧିତ ଖବର