ସିଏଏ ବିରୋଧୀ ଆନ୍ଦୋଳନକାରୀଙ୍କ ସମ୍ପତ୍ତି ଜବତ ପ୍ରସଙ୍ଗ, ୟୁପି ସରକାରଙ୍କୁ ସୁପ୍ରିମକୋର୍ଟ ନୋଟିସ୍‌

Advertisment
‘ସରକାରଙ୍କ ମତକୁ ବିରୋଧ କରିବା ଦେଶଦ୍ରୋହ ନୁହେଁ’

https://hindi.news18.com/

ନୂଆଦିଲ୍ଲୀ: ଉତ୍ତରପ୍ରଦେଶରେ ସିଏଏ ବିରୋଧୀ ଆନ୍ଦୋଳନ ଓ ହିଂସାରେ ସମ୍ପୃକ୍ତ ବ୍ୟକ୍ତିଙ୍କ ସମ୍ପତ୍ତି ଜବତ ପାଇଁ ସରକାର ଯେଉଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି ତାକୁ ବିରୋଧ କରି ସୁପ୍ରିମକୋର୍ଟରେ ଆବେଦନ ହୋଇଥିଲା। ଏହି ଆବେଦନ ଆଧାରରେ ସୁପ୍ରିମକୋର୍ଟ ୟୁପି ସରକାରଙ୍କୁ ନୋଟିସ୍‌ କରିଛନ୍ତି। ପରୱେଜ୍‌ ଆରଫ୍‌ ଟିଟୁ ନାମକ ଜଣେ ଆଇନଜୀବୀ ସୁପ୍ରିମ‌କୋର୍ଟରେ ଏନେଇ ଆବେଦନ କରିବା ସହ ହିଂସା ଘଟଣାରେ ନ୍ୟାୟିକ ତଦନ୍ତ ନିର୍ଦ୍ଦେଶ ଦେବାପାଇଁ କୋର୍ଟଙ୍କୁ ଅନୁରୋଧ କରିଥିଲେ। ଆବେଦନକାରୀ ତାଙ୍କ ଆବେଦନରେ ଦର୍ଶାଇଛନ୍ତି ଯେ, ଯେଉଁମାନଙ୍କ ସମ୍ପତ୍ତି ଜବତ ପାଇଁ ନିର୍ଦ୍ଦେଶ ଜାରି ହୋଇଛି ସେମାନେ ଏକ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟର।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe