ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୦ରୁ ଉର୍ଦ୍ଧ୍ବ ଦୋକାନ

Advertisment

ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୦ରୁ ଉର୍ଦ୍ଧ୍ବ ଦୋକାନ । ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକର ଚିଲିକା କୂଳରେ ଥିବା ଜହ୍ନିକୁଦା ଘାଟ ନିକଟ ବଜାରରେ ଅଗ୍ନିକାଣ୍ଡରେ ୧୦ରୁ ଉର୍ଦ୍ଧ୍ବ ଦୋକାନ ଜଳିଯାଇଛି ।

ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୦ରୁ ଉର୍ଦ୍ଧ୍ବ ଦୋକାନ । ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକର ଚିଲିକା କୂଳରେ ଥିବା ଜହ୍ନିକୁଦା ଘାଟ ନିକଟ ବଜାରରେ ଅଗ୍ନିକାଣ୍ଡରେ ୧୦ରୁ ଉର୍ଦ୍ଧ୍ବ ଦୋକାନ ଜଳିଯାଇଛି ।

fire

କୃଷ୍ଣପ୍ରସାଦ: ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୦ରୁ ଉର୍ଦ୍ଧ୍ବ ଦୋକାନ । ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକର ଚିଲିକା କୂଳରେ ଥିବା ଜହ୍ନିକୁଦା ଘାଟ ନିକଟ ବଜାରରେ ଅଗ୍ନିକାଣ୍ଡରେ ୧୦ରୁ ଉର୍ଦ୍ଧ୍ବ ଦୋକାନ ଜଳିଯାଇଛି । ଏହି ଅଗ୍ନିକାଣ୍ଡରେ ଦୋକାନରେ ଥିବା ସମସ୍ତ ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଥିବାବେଳେ ଲକ୍ଷାଧିକ ଟଙ୍କାର ଜିନିଷ ପୋଡ଼ି ନଷ୍ଟ ହୋଇଯାଇଛି ।

 ଆଗକୁ ପଣା ଯାତ୍ରା ଥିବାରୁ ପ୍ରତ୍ୟେକ ଦୋକାନରେ ଜିନିଷ ପତ୍ର ଅଧିକ ପରିମାଣରେ ମହଜୁଦ ରହିଥିଲା । ଦୋକାନରୁ କୌଣସି ସାମଗ୍ରୀ ଉଦ୍ଧାର କରାଯାଇପାରିନଥିବାବେଳେ ବିଦ୍ୟୁତ୍ ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ମାଲୁଦ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ କରିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe