ବ୍ରହ୍ମଗିରି: ପୁରୀଜିଲ୍ଲା ବ୍ରହ୍ମଗିରି ବ୍ଲକ ଅଫିଟି ଗାଁରେ ଗତକାଲି ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବାର ଖବର ମିଳିଛି। ଏଥିରେ ତିନି ପରିବାରର ୪ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ମଙ୍ଗୁଳି ଖଣ୍ଡାୟତରାୟ, ଉମେଶ ଖଣ୍ଡାୟତରାୟ ଓ ରମେଶ ଖଣ୍ଡାୟତରାୟଙ୍କ ଘର ପୋଡ଼ିଯାଇଛି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବାର ଆକଳନ କରାଯାଇଛି।
ମଙ୍ଗୁଳି ଖଣ୍ଡାୟତରାୟ, ଉମେଶ ଖଣ୍ଡାୟତରାୟ ଓ ରମେଶ ଖଣ୍ଡାୟତରାୟଙ୍କ ଘର ପୋଡ଼ିଯାଇଛି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବାର ଆକଳନ କରାଯାଇଛି। ଏଣେ ଖବର ପାଇ ବ୍ରହ୍ମଗିରିରୁ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ତେବେ ଅଗ୍ନିକାଣ୍ଡର କାରଣ ଜଣା ପଡ଼ିନାହିଁ।
ଏଣେ ଖବର ପାଇ ବ୍ରହ୍ମଗିରିରୁ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ତେବେ ଅଗ୍ନିକାଣ୍ଡର କାରଣ ଜଣା ପଡ଼ିନାହିଁ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)
/sambad/media/media_files/2025/01/20/xgHRX1lT6aGEimf2R3wu.jpg)