ସର୍ଟ ସର୍କିଟ ଯୋଗୁ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡ଼ି ପାଉଁଶ

ଜଗତସିଂହପୁର ଜିଲ୍ଲା କୁଜଙ୍ଗ ବ୍ଲକ ବିଶ୍ବାଳି ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଆଜି ମଧ୍ୟାହ୍ନ ସମୟରେ ବିଦ୍ୟୁତ ସର୍ଟ ସର୍କିଟ ଯୋଗୁଁ ଉଲ୍ଲାସ ତରାଇ ଓ ମଧୁଆ ତରାଇଙ୍କ ୪ ବଖରା ଘର ଜଳିପୋଡ଼ି ପାଉଁଶ ହୋଇଯାଇଛି। ଏଥିରେ ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡ଼ି ନଷ୍ଟହୋଇଯାଇଛି।

bh

କୁଜଙ୍ଗ: ଜଗତସିଂହପୁର ଜିଲ୍ଲା କୁଜଙ୍ଗ ବ୍ଲକ ବିଶ୍ବାଳି ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଆଜି ମଧ୍ୟାହ୍ନ ସମୟରେ ବିଦ୍ୟୁତ ସର୍ଟ ସର୍କିଟ ଯୋଗୁଁ ଉଲ୍ଲାସ ତରାଇ ଓ ମଧୁଆ ତରାଇଙ୍କ ୪ ବଖରା ଘର ଜଳିପୋଡ଼ି ପାଉଁଶ ହୋଇଯାଇଛି। ଏଥିରେ ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡ଼ି ନଷ୍ଟହୋଇଯାଇଛି।

କୁଜଙ୍ଗ ବ୍ଲକ ବିଶ୍ବାଳି ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଆଜି ମଧ୍ୟାହ୍ନ ସମୟରେ ବିଦ୍ୟୁତ ସର୍ଟ ସର୍କିଟ ଯୋଗୁଁ ଉଲ୍ଲାସ ତରାଇ ଓ ମଧୁଆ ତରାଇଙ୍କ ୪ ବଖରା ଘର ଜଳିପୋଡ଼ି ପାଉଁଶ ହୋଇଯାଇଛି। ଏଥିରେ ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡ଼ି ନଷ୍ଟହୋଇଯାଇଛି। ଘଟଣାସ୍ଥଳରେ କୁଜଙ୍ଗ ଅଗ୍ନିଶମ ବିଭାଗ ଗାଡ଼ି ନିଆଁକୁ ଆୟତ୍ତ କରୁଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଏଣେ ସ୍ଥାନୀୟ ସରପଞ୍ଚ ମନୋରମା ମଲ୍ଲ କ୍ଷତିଗ୍ରସ୍ତଙ୍କୁ ସରକାରୀ ସହାୟତା ଦେବାକୁ ଦାବି କରିଛନ୍ତି।

ୂର

ଘଟଣାସ୍ଥଳରେ କୁଜଙ୍ଗ ଅଗ୍ନିଶମ ବିଭାଗ ଗାଡ଼ି ନିଆଁକୁ ଆୟତ୍ତ କରୁଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଏଣେ ସ୍ଥାନୀୟ ସରପଞ୍ଚ ମନୋରମା ମଲ୍ଲ କ୍ଷତିଗ୍ରସ୍ତଙ୍କୁ ସରକାରୀ ସହାୟତା ଦେବାକୁ ଦାବି କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe