କୁଆପଥର ଝଡ଼ ଯୋଗୁଁ ମୟୂରଭଞ୍ଜ ଜିଲ୍ଲାର ୪୭ଟି ଗ୍ରାମର ୪୭୭୫ ଲୋକ ପ୍ରଭାବିତ

Advertisment

ପ୍ରାଥମିକ ଆକଳନ ଅନୁସାରେ ଗତକାଲି କୁଆପଥର ଝଡ଼ ଯୋଗୁଁ ମୟୂରଭଞ୍ଜ ଜିଲ୍ଲାର ବାଙ୍ଗରିପୋଷୀ, ବିଶୋଇ, କୁଳିଅଣା, ସାରସକଣା ଓ କରଞ୍ଜିଆ ବ୍ଲକର  ମୋଟ ୧୯ଟି ଗ୍ରାମପଞ୍ଚାୟତର ୪୭ଟି ଗ୍ରାମର ୪୭୭୫ ଲୋକ ପ୍ରଭାବିତ ହୋଇଛନ୍ତି।

ପ୍ରାଥମିକ ଆକଳନ ଅନୁସାରେ ଗତକାଲି କୁଆପଥର ଝଡ଼ ଯୋଗୁଁ ମୟୂରଭଞ୍ଜ ଜିଲ୍ଲାର ବାଙ୍ଗରିପୋଷୀ, ବିଶୋଇ, କୁଳିଅଣା, ସାରସକଣା ଓ କରଞ୍ଜିଆ ବ୍ଲକର  ମୋଟ ୧୯ଟି ଗ୍ରାମପଞ୍ଚାୟତର ୪୭ଟି ଗ୍ରାମର ୪୭୭୫ ଲୋକ ପ୍ରଭାବିତ ହୋଇଛନ୍ତି।

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା, ମେ ୨ ପରେ ଓଡ଼ିଶାରେ ପ୍ରଭାବ ପଡ଼ିପାରେ

ବାରିପଦା: ପ୍ରାଥମିକ ଆକଳନ ଅନୁସାରେ ଗତକାଲି କୁଆପଥର ଝଡ଼ ଯୋଗୁଁ ମୟୂରଭଞ୍ଜ ଜିଲ୍ଲାର ବାଙ୍ଗରିପୋଷୀ, ବିଶୋଇ, କୁଳିଅଣା, ସାରସକଣା ଓ କରଞ୍ଜିଆ ବ୍ଲକର  ମୋଟ ୧୯ଟି ଗ୍ରାମପଞ୍ଚାୟତର ୪୭ଟି ଗ୍ରାମର ୪୭୭୫ ଲୋକ ପ୍ରଭାବିତ ହୋଇଛନ୍ତି। ଏଥିରେ ୩୫୦ଟି କଚ୍ଚା ଘର ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇଥବା ବେଳେ ୧୧ଟି କଚ୍ଚା ଘର ଗୁରୁତର କ୍ଷତିଗ୍ରସ୍ତ ହୋଇଛି। ଏଣେ ୨୯୫ଟି କଚ୍ଚା ଘର ଆଂଶିକ ଭାବେ ନଷ୍ଟ ହୋଇଥିବା ବେଳେ ୪ଗୋଟି ଗାଈ ଗୁହାଳ ଘର ନଷ୍ଟ ହୋଇଛି। ଏତଦ ବ୍ୟତୀତ ଏହି କୁଆପଥର ଝଡ଼ରେ ବିଦ୍ୟୁତ ଯୋଗାଣ, ଜଳ ଯୋଗାଣ, ଗମନାଗମନର ଭିତ୍ତିଭୂମି ମଧ୍ୟ କ୍ଷତିଗ୍ରସ୍ତ ହୋଇଛି।

ଗତକାଲି କୁଆପଥର ଝଡ଼ ଯୋଗୁଁ ମୟୂରଭଞ୍ଜ ଜିଲ୍ଲାର ବାଙ୍ଗରିପୋଷୀ, ବିଶୋଇ, କୁଳିଅଣା, ସାରସକଣା ଓ କରଞ୍ଜିଆ ବ୍ଲକର  ମୋଟ ୧୯ଟି ଗ୍ରାମପଞ୍ଚାୟତର ୪୭ଟି ଗ୍ରାମର ୪୭୭୫ ଲୋକ ପ୍ରଭାବିତ ହୋଇଛନ୍ତି। ଏଥିରେ ୩୫୦ଟି କଚ୍ଚା ଘର ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇଥବା ବେଳେ ୧୧ଟି କଚ୍ଚା ଘର ଗୁରୁତର କ୍ଷତିଗ୍ରସ୍ତ ହୋଇଛି। ଏଣେ ୨୯୫ଟି କଚ୍ଚା ଘର ଆଂଶିକ ଭାବେ ନଷ୍ଟ ହୋଇଥିବା ବେଳେ ୪ଗୋଟି ଗାଈ ଗୁହାଳ ଘର ନଷ୍ଟ ହୋଇଛି। ଏତଦ ବ୍ୟତୀତ ଏହି କୁଆପଥର ଝଡ଼ରେ ବିଦ୍ୟୁତ ଯୋଗାଣ, ଜଳ ଯୋଗାଣ, ଗମନାଗମନର ଭିତ୍ତିଭୂମି ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଏହି ପରିପ୍ରେକ୍ଷୀରେରେ ପ୍ରଶାସନ ତରଫରୁ ବିଭିନ୍ନ ସ୍ଥାନରେ ରିଲିଫ କେନ୍ଦ୍ର ଖୋଲାଯାଇ କ୍ଷତିଗ୍ରସ୍ତ ଲୋକମାନଙ୍କୁ ରଖାଯାଇଛି ଏବଂ ଘରଭାଙ୍ଗି ଯାଇଥିବା ଲୋକମାନଙ୍କୁ ୧୨୭ଟି ପଲିଥିନ ରୋଲ ଯୋଗାଇ ଦିଆଯାଇଛି। ଏଥିସହିତ ଲୋକ ମାନଙ୍କ ଆଶୁ ଚିକିତ୍ସା ସେବା ପାଇଁ ୫ଟି ମେଡିକାଲ ଟିମ ନିୟୋଜିତ କରାଯାଇଛି।

ଏହି ପରିପ୍ରେକ୍ଷୀରେରେ ପ୍ରଶାସନ ତରଫରୁ ବିଭିନ୍ନ ସ୍ଥାନରେ ରିଲିଫ କେନ୍ଦ୍ର ଖୋଲାଯାଇ କ୍ଷତିଗ୍ରସ୍ତ ଲୋକମାନଙ୍କୁ ରଖାଯାଇଛି ଏବଂ ଘରଭାଙ୍ଗି ଯାଇଥିବା ଲୋକମାନଙ୍କୁ ୧୨୭ଟି ପଲିଥିନ ରୋଲ ଯୋଗାଇ ଦିଆଯାଇଛି। ଏଥିସହିତ ଲୋକ ମାନଙ୍କ ଆଶୁ ଚିକିତ୍ସା ସେବା ପାଇଁ ୫ଟି ମେଡିକାଲ ଟିମ ନିୟୋଜିତ କରାଯାଇଛି।

କ୍ଷେତ୍ର ଅଧିକାରୀମାନଙ୍କ ଦ୍ୱାରା କ୍ଷୟକ୍ଷତି ଆକଳନ କାର୍ଯ୍ୟ ଜାରି ରହିଛି। ପୂର୍ଣ୍ଣାଙ୍ଗ ଆକଳନ ପରେ ସରକାରଙ୍କ ନିୟମାନୁଯାୟୀ କ୍ଷତିଗ୍ରସ୍ତ ଲୋକମାନଙ୍କୁ ସରକାରୀ ସହାୟତା ଯୋଗାଇ ଦିଆଯିବ ବୋଲି ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe