ପାରଳାଖେମୁଣ୍ଡି: ଆଜି ଗଜପତି ଜିଲ୍ଲା କାଶିପୁର ବ୍ଲକ୍ ଅନ୍ତର୍ଗତ ବାରତଙ୍ଗ ଘାଟିରେ ଏକ ଇଟା ବୋଝେଇ ଟ୍ରକ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଫଳରେ ଘଟଣାସ୍ଥଳରେ ୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଗଜପତି: ଘାଟିରୁ ଖସିଲା ଟ୍ରକ, ୫ ମୃତ, ୧୦ଆହତ
Advertisment
Follow Us