କୋରାପୁଟ: ପ୍ରବଳ ବର୍ଷାକୁ ଆଖି ଆଗରେ ରଖି କୋରାପୁଟ ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ୨୫ ତାରିଖ ଦିନ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ କୋରାପୁଟ ଜିଲ୍ଲାପାଳ ସୂଚନା ଦେଇଛନ୍ତି।
ବର୍ଷାକୁ ଆଖି ଆଗରେ ରଖି କୋରାପୁଟ ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ୨୫ ତାରିଖ ଦିନ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ କୋରାପୁଟ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଏହାଛଡ଼ା ସମସ୍ତ ଆବାସିକ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ସୁରକ୍ଷିତ ଭାବେ କଂକ୍ରିଟ୍ ଘରକୁ ସ୍ଥାନାନ୍ତର କରାଯିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।
ଏହାଛଡ଼ା ସମସ୍ତ ଆବାସିକ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ସୁରକ୍ଷିତ ଭାବେ କଂକ୍ରିଟ୍ ଘରକୁ ସ୍ଥାନାନ୍ତର କରାଯିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)
/sambad/media/media_files/2025/07/25/new-project-21-2025-07-25-13-52-05.jpg)